Get Updates
Get notified of breaking news, exclusive insights, and must-see stories!

କରୋନା ନୂଆ ଷ୍ଟ୍ରେନକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ବୟାନ

ପଡୋଶୀ ରାଜ୍ୟ ଛତିଶଗଡ଼ରେ କରୋନାର ନୂଆ ଷ୍ଟ୍ରେନ ଦେଖା ଦେବା ପରେ ଓଡ଼ିଶା ସ୍କୁଲ ଓ ଗଣଶିକ୍ଷା ଏବେ ବିଭାଗ ସଜାଗ ହୋଇଉଛି ।

ଭୁବନେଶ୍ୱର: ଦେଶରେ ପୁଣି କରୋନାର ନୂଆ ଷ୍ଟ୍ରେନ ଦେଖିବାକୁ ମିଳିଲାଣି । ସଂକ୍ରମଣ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଯାହା ଏବେ ଚିନ୍ତା ବଢାଇ ଦେଇଛି । ତେବେ ପଡୋଶୀ ରାଜ୍ୟ ଛତିଶଗଡ଼ରେ କରୋନାର ନୂଆ ଷ୍ଟ୍ରେନ ଦେଖା ଦେବା ପରେ ଓଡ଼ିଶା ସ୍କୁଲ ଓ ଗଣଶିକ୍ଷା ଏବେ ବିଭାଗ ସଜାଗ ହୋଇଉଛି ।

Samir Ranjan Dash

ସବୁ ସ୍କୁଲରେ କଡ଼ାକଡ଼ି ଭାବେ ଏସ୍‌ଓପି ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସାମାଜିକ ଦୂରତା ରକ୍ଷା ଓ ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱ ଦେଇଛି ସ୍କୁଲ ଓ ଗଣଶିକ୍ଷା ବିଭାଗ । ବିଭାଗୀୟ ଅଧିକାରୀଙ୍କୁ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

ଅନ୍ୟରାଜ୍ୟରେ ଲକଡାଉନ ଫେରିବାରୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ତେବେ ଓଡ଼ିଶାରେ ସେମିତି ସ୍ଥିତି ଆସିନି । ଅବସ୍ଥା ଦେଖି ବ୍ୟବସ୍ଥା କରାଯିବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+