ଏହି ୩ ଜିଲ୍ଲାକୁ ମାଡ଼ି ଆସିବ ସମୁଦ୍ର ପାଣି ! ଧାମରାକୁ ୧୦ ନମ୍ବର ବିପଦ ସଙ୍କେତ ଜାରି

ବାତ୍ୟା ଦାନା ପ୍ରଭାବରେ ମାଡ଼ି ଆସିବ ଜୁଆର । କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଭଦ୍ରକକୁ ସମୁଦ୍ର ପାଣି ମାଡି ଆସିପାରେ ।

Cyclone Dana

ଓଡ଼ିଶା ଉପକୂଳମୁହାଁ ବାତ୍ୟା 'ଦାନା'। ଘଣ୍ଟାପ୍ରତି ୧୫ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ବାତ୍ୟା ଗତି କରୁଛି। ଏହା କେନ୍ଦ୍ରାପଡ଼ା-ଧାମରା ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ। ଏହାକୁ ନେଇ ଧାମରାକୁ ସର୍ବୋଚ୍ଚ ୧୦ନଂ ବିପଦ ସଙ୍କେତ ଜାରି କରାଯାଇଛି। ସେହିଭଳି ଚାନ୍ଦବାଲି-ପୁରୀ ବନ୍ଦରକୁ ମଧ୍ୟ ୧୦ନଂ ବିପଦ ସଙ୍କେତ, ଗୋପାଳପୁର ବନ୍ଦରକୁ ୮ନଂ ବିପଦ ସଙ୍କେତ ଜାରି କରାଯାଇଛି।

ତେବେ ବାତ୍ୟା 'ଦାନା' ପ୍ରଭାବରେ ଭଦ୍ରକ ଓ କେନ୍ଦ୍ରାପଡ଼ାରେ ପବନ ବହିବା ଆରମ୍ଭ ହୋଇଛି। ୨ ଜିଲାରେ ୩୦ରୁ ୪୦ କିମି ବେଗରେ ପବନ ବହୁଥିବା ନେଇ ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+