ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ , ସ୍ଵାଭାବିକ ଚାଲିଛି ପ୍ରଶ୍ନକାଳ
ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ ହୋଇଛି । ଗୃହରେ ସ୍ଵାଭାବିକ ଭାବେ ପ୍ରଶ୍ନକାଳ ଜାରି ରହିଛି। ବିଭାଗୀୟ ମନ୍ତ୍ର ବିଧାନସଭା ବଜେଟ୍ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ପ୍ରଶ୍ନକାଳ ଆରମ୍ଭ ହୋଇଛି। ବିଭାଗୀୟ ମନ୍ତ୍ରୀ ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି। ଏପ୍ରିଲ୍ ୮ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ଚାଲିବ। ପ୍ରଥମ ପର୍ଯ୍ୟାୟ ଅଧିବେଶନରେ ଆର୍ଥିକ ବର୍ଷ ୨୦୨୬-୨୭ ଲାଗି ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୩.୧୦ଲକ୍ଷ କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିଲେ। ଦ୍ବିତୀୟ ପର୍ଯ୍ୟାୟରେ ବିଭାଗୱାରୀ ଖର୍ଚ୍ଚଦାବି ଉପରେ ଆଲୋଚନା ହେବା ସହ ମାର୍ଚ୍ଚ ୩୧ରେ ରାଜ୍ୟ ସରକାର ବ୍ୟୟମଞ୍ଜୁରୀ ବିଲ୍ ପାରିତ କରାଇବେ।

More From
-
୨ବର୍ଷରେ ୧୯ ହଜାର ଲୋକ ଛାଡ଼ିଲେଣି ନିଶା, ମନ୍ତ୍ରୀ -
ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! -
ସୋର ବିଧାୟକ ମାଧବ ଧଡାଙ୍କ ସହ କଥା ହେଲେ ନବୀନ -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
କ୍ରସ ଭୋଟିଂ ଭୟ: ବେଙ୍ଗାଳୁରୁ ଗଲେ କଂଗ୍ରେସ ବିଧାୟକ -
୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା -
ଅମାନିଆ ଗାଡ଼ି ଚାଳକ ସାବଧାନ, ମାର୍ଚ୍ଚ ୨୧ରୁ ଆରମ୍ଭ ହେବ ସ୍ୱତନ୍ତ୍ର ଅଭିଯାନ -
ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ, ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର -
ପୁରୀ ମହାନଗର ନିଗମ ଗଠନ ନେଇ ପ୍ରକାଶ ପାଇଲା ଚୂଡ଼ାନ୍ତ ବିଜ୍ଞପ୍ତି -
ରାଜ୍ୟରେ ଆଜିଠାରୁ ବଢିବ ତାତି -
ଆଜି ବଜେଟ୍ ଅଧିବେଶନର ୩ୟ ଦିନ, ରହିଛି ଏକାଧିକ ବିଭାଗର ପ୍ରଶ୍ନତ୍ତୋର କାର୍ଯ୍ୟକ୍ରମ -
ଯୁଦ୍ଧରେ ଅଟକିଥିବା ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ











Click it and Unblock the Notifications