Secretary-level Meeting: ସିଏସ୍‌ଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ

ଆଜି ପୂର୍ବାହ୍ନରେ ଖାରବେଳ ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ସଚିବ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମାଙ୍କ ସମେତ ଅନ୍ୟ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବମାନେ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

Secretary-level meeting chaired by CS

ରାଜ୍ୟ ସରକାରଙ୍କ ବିଭିନ୍ନ ନୂତନ ଯୋଜନାର କାର୍ଯ୍ୟକାରିତା, ବିଭାଗମାନଙ୍କରେ ଖାଲିଥିବା ପଦବୀ ପୂରଣ, ସରକାରୀ କର୍ମଚାରୀମାନଙ୍କୁ ନିର୍ଦ୍ଧାରିତ ଅବସରକାଳୀନ ପ୍ରାପ୍ୟ ଓ ପେନସନ ପ୍ରଦାନ, ସଚିବମାନଙ୍କ ଜିଲ୍ଲାଗସ୍ତ ପର୍ଯ୍ୟବେକ୍ଷଣ ସହିତ ସମ୍ପର୍କିତ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଆଦି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+