ବଢିବ ଶ୍ରୀମନ୍ଦିର ସୁରକ୍ଷା, ପୁରୀରେ ପହଞ୍ଚିଲା NSGର ସ୍ବତନ୍ତ୍ର ଟିମ୍
ପୁରୀରେ NSG ଟିମ୍ । ଶ୍ରୀମନ୍ଦିର ସୁରକ୍ଷା ନେଇ ଏନଏସଜିର ସ୍ବତନ୍ତ୍ର ଟିମ୍ ପୁରୀରେ ପହଞ୍ଚିଛି । ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକଙ୍କ ସହ ଆଲୋଚନା କରିଛି ଟିମ୍ । ଜିଲ୍ଲା ପୋଲିସ ସହ ମଧ୍ୟ ପୂର୍ବରୁ ଆଲୋଚନା କରିଥିବା ବେଳେ ପୁରୀ ଏସପି ଙ୍କ ସହ ଟିମ ଅଧିକ ଆଲୋଚନା କରିବ।

ପହଲେଗାମ୍ ଆକ୍ରମଣ ପରେ ଏନଏସଜି ଟିମ ପୁରୀରେ ପହଞ୍ଚି ଥିବା ବେଳେ ସୁରକ୍ଷା ନେଇ ଆଲୋଚନା କରିବେ। ଆଗକୁ ରଥଯାତ୍ରା ଥିବାରୁ ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡାକଡି କରାଯିବା ନେଇ ଆଲୋଚନା ହୋଇପାରେ ।












Click it and Unblock the Notifications