ପାର୍ବଣ ପାଇଁ କଟକ-ଭୁବନେଶ୍ୱରରେ ସୁରକ୍ଷା କଡ଼ାକଡ଼ି, ଟ୍ୱିନସିଟିରେ ୬୧ ପ୍ଲାଟୁନ୍ ଫୋର୍ସ ମୁତୟନ
ପାର୍ବଣ ପାଇଁ କଟକ-ଭୁବନେଶ୍ୱରରେ ସୁରକ୍ଷା କଡ଼ାକଡ଼ି। ସାମ୍ୱାଦିକ ସମ୍ମିଳନୀରେ ପୋଲିସ୍ କମିଶନରଙ୍କ ସୂଚନା । ଏଥର ଟ୍ୱିନସିଟିରେ ୬୧ ପ୍ଲାଟୁନ୍ ଫୋର୍ସ ମୁତୟନ । ପୋଲିସ ସହ ୨୦ ପ୍ଲାଟୁନ୍ ହୋମଗାର୍ଡ ମୁତୟନ । ମୋଟ ୧୯୩ ମଣ୍ଡପ ପାଇଁ ସୁରକ୍ଷା ବ୍ୟବସ୍ଥା ହୋଇଛି । ୨୪ଟି ପେଣ୍ଡାଲରେ ଅଳଙ୍କାର ସୁରକ୍ଷା ବ୍ୟବସ୍ଥା ହୋଇଛି । ବିଦ୍ୟୁତ୍ ଓ ନିଆଁରୁ ରକ୍ଷା କରିବାକୁ ବିଶେଷ ପଦକ୍ଷେପ । ଭିଡ଼ ଓ ଟ୍ରାଫିକ ନିୟନ୍ତ୍ରଣ ଉପରେ ଗୁରୁତ୍ୱ ଦେଉଛୁ। ଡ୍ରୋନ୍ ସହାୟତାରେ ମଣ୍ଡପ ଉପରେ ତୀକ୍ଷ୍ଣ ନଜର । ସ୍ମାର୍ଟ କଣ୍ଟୋଲ୍ ରୁମ୍ ଜରିଆରେ ପାର୍ବଣ ପରିଚାଳନା । ସିସିଟିଭି ନଜରରେ ରହିଛି ସବୁ ପୂଜା ମଣ୍ଡପ । ସମସ୍ତଙ୍କ ସହଯୋଗ ଲୋଡ଼ିଲେ CP ଏସ୍. ଦେବଦତ୍ତ ସିଂ।













Click it and Unblock the Notifications