ବରିଷ୍ଠ ବିଜେପି ନେତା ଶଙ୍କର ପରିଡ଼ାଙ୍କ ପରଲୋକ; ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ
ବରିଷ୍ଠ ବିଜେପି ନେତା ଶଙ୍କର ପରିଡ଼ାଙ୍କ ପରଲୋକ। ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ। ପରଲୋକ ନେଇ ପରିବାର ପକ୍ଷରୁ ସୂଚନା। ଅତୀତରେ ପୁରୀ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିଥିଲେ।













Click it and Unblock the Notifications