ରାଜ୍ୟରେ ବରିଷ୍ଠ ନାଗରିକଙ୍କୁ ମିଳିବ ନିରନ୍ତର ଚିକିତ୍ସା
ଦିଲ୍ଲୀରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ମୋହ ମାଝୀଙ୍କ ବଡ଼ ଘୋଷଣା । ଏଣିକି ରାଜ୍ୟରେ ବରିଷ୍ଠ ନାଗରିକଙ୍କୁ ମିଳିବ ନିରନ୍ତର ଚିକିତ୍ସା ସୁବିଧା । ସାରା ଦେଶରେ ୨୯ ହଜାରରୁ ଅଧିକ ଡାକ୍ତରଖାନାରେ ଚିକିତ୍ସା ସୁବିଧା ପାଇପାରିବେ । ଆୟୁଷ୍ମାନ ଭାରତରେ ପୁରୁଷଙ୍କୁ ୫ ଓ ମହିଳାଙ୍କୁ ୧୦ ଲକ୍ଷ ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳିପାରିବ ।

ତେବେ ୭୦ ବର୍ଷରୁ ଅଧିକ ବରିଷ୍ଠ ନାଗରିକଙ୍କୁ ମିଳିବ ନିରନ୍ତର ଚିକିତ୍ସା ସୁବିଧା । ଦିଲ୍ଲୀରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ଏନେଇ ସୂଚନା ଦେଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଓଡ଼ିଶାବାସୀଙ୍କୁ ନ୍ୟାୟ ମିଳିଛି, ବିଗତ ଦିନରେ ବଞ୍ଚିତ ଥିଲେ ।












Click it and Unblock the Notifications