ହସ୍ପିଟାଲରେ ଭର୍ତ୍ତି ହେଲେ ବରିଷ୍ଠ କଂଗ୍ରେସ ନେତା ତାରା ବାହିନୀପତି
ବରିଷ୍ଠ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। ତାଙ୍କ ପତ୍ନୀ ମୀନାକ୍ଷୀ ବାହିନୀପତି ଏହି ସୂଚନା ଦେଇଛନ୍ତି।
ଭୁବନେଶ୍ୱର: ବରିଷ୍ଠ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। ତାଙ୍କ ପତ୍ନୀ ମୀନାକ୍ଷୀ ବାହିନୀପତି ଏହି ସୂଚନା ଦେଇଛନ୍ତି।

ଗତକାଲି ତାରା ପ୍ରସାଦ ବାହିନୀପତି କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। କୋଭିଡ୍ର ଲକ୍ଷଣ ଦେଖାଯିବା ପରେ ସେ ଟେଷ୍ଟ କରାଇଥିଲେ। ରିପୋର୍ଟ ପିଜିଟିଭ୍ ଆସିବା ପରେ ସେ କିଛି ଦିନ ବ୍ୟବଧାନରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ଟେଷ୍ଟ କରାଇ ନେବାକୁ ଅନୁରୋଧ କରିଥିଲେ।












Click it and Unblock the Notifications