ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ACSକୁ ପଦୋନ୍ନତି
ଅରବିନ୍ଦ ପାଢୀଙ୍କୁ ରାଜ୍ୟ ସରକାର ପଦୋନ୍ନତି ଦେଇଛନ୍ତି । ପାଢୀଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚୀବ ଭାବେ ଦାୟିତ୍ୱ ମିଳିଛି । ଏହା ସହ ସୁଶୀଲ କୁମାର ଲୋହାନୀଙ୍କୁ ସ୍ତର-୧୭ ପେ ମାଟ୍ରିକ୍ସ ପଦୋନ୍ନତି ଦିଆଯାଇଛି । ସେହିପରି ଡିସେମ୍ବର ୩୧ ତାରିଖରେ ଅନୁ ଗର୍ଗ ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଲୋକସେବା ଭବନରେ ମନୋଜ ଆହୁଜାଙ୍କ ଠାରୁ ସେ ଏହି ଦାୟିତ୍ଵ ଗ୍ରହଣ କରିଛନ୍ତି। ଅନୁ ଗର୍ଗ ଓଡିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହୋଇଛନ୍ତି ।

୧୯୯୬ ବ୍ୟାଚର ଏହି ଆଇଏଏସ୍ ଅଫିସରଙ୍କୁ ପେ-ମ୍ୟାଟ୍ରିକ୍ସର ଲେଭଲ-୧୭' କୁ ପଦୋନ୍ନତି ଦିଆଯାଇଛି। ଏହି ନିୟମ ୨୦୨୬ ଜାନୁଆରୀ ୧ ତାରିଖରୁ ଲାଗୁ ହେବ। ପଦୋନ୍ନତି ପରେ ମଧ୍ୟ ସେ କୃଷି ବିଭାଗର ପ୍ରମୁଖ ସଚିବ ଓ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ଭାବେ କାର୍ଯ୍ୟ ଜାରି ରଖିବେ। ଏହା ସହିତ ୧୯୯୫ ବ୍ୟାଚର ଆଇଏଏସ୍ ଅଫିସର ସୁଶୀଲ କୁମାର ଲୋହାନୀଙ୍କୁ ମଧ୍ୟ ସମାନ ଭାବେ ଲେଭଲ-୧୭ ଆପେକ୍ସ ଗ୍ରେଡକୁ ପଦୋନ୍ନତି ମିଳିଛି।
More From
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications