Get Updates
Get notified of breaking news, exclusive insights, and must-see stories!

ବରିଷ୍ଠ IAS ବିଷ୍ଣୁପଦ ସେଠୀଙ୍କୁ CBI ସମାନ

Bishnupada Sethi: ବରିଷ୍ଠ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ CBI ସମାନ । ମର୍ସିଡିଜରୁ ୧୦ ଲକ୍ଷ ଟଙ୍କା ଜବତ ଘଟଣାରେ ସିବିଆଇ ଅଫିସରେ ହାଜର ହେବା ପାଇଁ ସମନ ଜାରି କାରାଯାଇଛି । ୧୧ ତାରି ଦିନ ୧୦ ଟାରେ ହାଜର ହେବା ପାଇଁ ନୋଟିସ୍ ହୋଇଥିଲା । ବର୍ତ୍ତମାନ ପର୍ଯ୍ୟନ୍ତ ଏହି ମାମଲାରେ ବିଷ୍ଣୁପଦ ସେଠୀଙ୍କ ପକ୍ଷରୁ କୌଣସି ସୂଚନା ପ୍ରକାଶ ପାଇ ନାହିଁ ।

Bishnupada Sethi

ସୂଚନା ଅନୁସାରେ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପ୍ରମୁଖ ସଚିବ ଅଛନ୍ତି ବିଷ୍ଣୁପଦ ସେଠୀ ସେହିପରି SCST, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ଅତିରିକ୍ତ ଦାୟିତ୍ୱରେ ଅଛନ୍ତି ।

ସୂଚନାଅନୁସାରେ, ଡିସେମ୍ବର ୭ରେ ସିବିଆଇ ଏକ ମାମଲା ରୁଜୁ କରିଥିଲା। ଯେଉଁଥିରେ ବ୍ରିଜ୍ ଆଣ୍ଡ ରୁଫ୍ ଇଣ୍ଡିଆ କମ୍ପାନୀର ଜେନେରାଲ ମ୍ୟାନେଜର ଚଂଚଳ ମୁଖାର୍ଜୀଙ୍କୁ ଗିରଫ କରିବା ସହ ନୟାପଲ୍ଲୀସ୍ଥିତ ପେଂଟା ଏ ଷ୍ଟୁଡ଼ିଓ ପ୍ରାଇଭେଟ୍ ଲିମିଟେଡର ସନ୍ତୋଷ ମହାରଣା ଓ ତାଙ୍କ ପିତା ମନମୋହନ ମହାରଣାଙ୍କୁ ଗିରଫ କରାଯାଇଥିଲା । ଏହି ମାମଲାରେ ପ୍ରାଥମିକ ତଦନ୍ତ ପରେ ଉକ୍ତ ସଂସ୍ଥା ସହ ଶ୍ରୀ ସେଠୀଙ୍କର ପରୋକ୍ଷରେ ଆର୍ଥିକ କାର ଥିବା ନେଇ ସୂଚନା ରହିଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+