ବରିଷ୍ଠ IAS ଶାଶ୍ବତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ

ବରିଷ୍ଠ ଆଇଏଏସ ଶାଶ୍ୱତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ । ୧୯୯୬ ବ୍ୟାଚର ଆଇଏଏସ ଅଫିସର ଶାଶ୍ୱତ ମିଶ୍ରଙ୍କୁ ନୂଆ ଦାୟିତ୍ୱ ମିଳିଛି । ଅର୍ଥ ବିଭାଗ ପ୍ରମୁଖ ସଚିବ ସହ ଇଡକୋ ଅଧ୍ୟକ୍ଷ ଅଛନ୍ତି ଶାଶ୍ୱତ । ଶାଶ୍ୱତଙ୍କୁ ନୂଆ ଦାୟିତ୍ୱ ମିଳିବା ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି ।

Senior IAS officer Shashwat Mishra

ନିକୁଞ୍ଜ ବିହାରୀ ଧଳ କେନ୍ଦ୍ରକୁ ଯିବା ପରେ ପଦବୀ ଖାଲି ପଡ଼ିଥିଲା । ଆଗାମୀ ଦିନରେ ମନ୍ତ୍ରୀମଣ୍ଡଳ ପରିବର୍ତ୍ତନ ହେବାକୁ ଥିବାରୁ ଶାଶ୍ୱତଙ୍କୁ ଏହି ଦାୟିତ୍ୱ ପ୍ରଦାନ କରାଯାଇଛି ।

ଓଡ଼ିଆ ଓ ଦକ୍ଷ ଅଧିକାରୀଙ୍କୁ ସରକାର ଗୁରୁତ୍ୱ ଦେଉଥିବାବେଳେ ଶାଶ୍ୱତଙ୍କୁ ବଛାଯାଇଥିବା ଆଲୋଚନା ହେଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+