ବିଜେପିରେ ମିଶିଲେ ବରିଷ୍ଠ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସ

ବିଜେପିରେ ମିଶିଲେ ବରିଷ୍ଠ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସ । ବିଜେପି ରାଜ୍ୟ ମୁଖ୍ୟାଳୟରେ ଆଜି ମିଶିଲେ ଅର୍ଦ୍ଧେନ୍ଦୁ ଦାସ। ରାଜ୍ୟ ସଭାପତି ମନମୋହନ ସାମଲ, ପୂର୍ବତନ ସଭାପତି ସମୀର ମହାନ୍ତି ଓ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଉପସ୍ଥିତି ଦଳରେ ସାମିଲ ହୋଇଛନ୍ତି ଅର୍ଦ୍ଧେନ୍ଦୁ ।

ମାଷ୍ଟରକାଣ୍ଟିନ ଛକରୁ ବିଜେପି ପାର୍ଟି ଅଫିସ ଯାଏଁ ବାହାରିଥିଲା ବିଶାଳ ଶୋଭାଯାତ୍ରା । ୩୦ ବର୍ଷ ଧରି ସାମ୍ବାଦିକତାରେ ଅଛନ୍ତି ଅର୍ଦ୍ଧେନ୍ଦୁ । ଟିଭି ସାମ୍ବାଦିକତା କ୍ଷେତ୍ରରେ ବେଶ୍ ଲୋକପ୍ରିୟ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସ ।

ardhendu das
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+