ରାଜଧାନୀରେ ଭୟଙ୍କର ଦୁର୍ଘଟଣା, ୫ ଆହତ

ରାଜଧାନୀ ଭୁବନଶ୍ୱର ଘଟିିଛି ସିରିଜ୍ ଦୁର୍ଘଟଣା ଘଟିଛି । ମଞ୍ଚେଶ୍ୱର ଥାନା ଅଧୀନ ପଳାଶୁଣି ଛକରେ ଗୁରୁବାର ଅପରାହ୍ନରେ ଏକ ସିରିଜ୍ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୫ ଆହତ ହୋଇଥିବା ଜଣାପଡିଛି । ଆହତମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

serial accident of 4 Cars amp amp a bike near Palasuni Chhak in Bhubaneswar

ସୁଚନାନୁସାରେ, ଏକ ଟ୍ରକ ଭାରସାମ୍ୟ ହରାଇ ଏକାଧିକ କାରକୁ ଧକ୍କା ଦେଇଥିଲା । ଫଳରେ ୫ଜଣ ଆହତ ହୋଇଛନ୍ତି । ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି । ଉତ୍ତ୍ୟକ୍ତ ଲୋକଙ୍କ ଜାତୀୟ ରାଜପଥ ଅବରୋଧ କରିଛନ୍ତି । ଫଳରେ ରାଜପଥରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ମଞ୍ଚେଶ୍ୱର ପୋଲିସ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରୁଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+