କେନ୍ଦୁଝରରେ ମର୍ମନ୍ତୁଦ ସିରିଜ୍ ଦୁର୍ଘଟଣା, ୫ ମୃତ

ବଡ଼ବିଲ: ଭୟଙ୍କର ସିରିଜ୍ ଦୁର୍ଘଟଣା । ଆଉ ଏହି ଦୁର୍ଘଟଣାରେ ୫ ଜଣକ ମୃତ୍ୟୁ ହୋଇଛି । ଘଟଣା ଘଟିଛି ଏନ୍‌ଏଚ୍ ୫୨୦ ରିମୁଳି ବାଇପାସରେ ନିକଟରେ । ସୂଚନା ଅନୁଯାୟୀ, କେନ୍ଦୁଝରରୁ ବଡ଼ବିଲ କାର୍ ଯୋଗେ ଫେରିବା ବେଳେ ଏହି ଦୁର୍ଘଟଣା ଘଟିଥିଲା । ଦୁଇଟି ଟ୍ରକ୍ ଧକ୍କା ଦେବା ଫଳରେ କାର୍ ସମ୍ପୂର୍ଣ୍ଣ ଚୁରମାର ହୋଇଯାଇଛି ।

Series accident in Keonjhar

ଚମ୍ପୁଆ ଥାନା ରିମୁଳି ବାଇପାସ୍‌ରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଙ୍କିଛି । କେନ୍ଦୁଝରରୁ ବଡ଼ବିଲ କାର୍ ଯୋଗେ ଫେରିବା ବେଳେ ଚମ୍ପୁଆ ଥାନା ରିମୁଳି ବାଇପାସ୍‌ରେ ଦୁର୍ଘଟଣା ଘଟିଛି । ଟ୍ରକ୍‌-କା-ର୍ଟ୍ରକ୍ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଛି । ମୃତକମାନଙ୍କର ପରିଚୟ ମିଳି ନାହିଁ। ଦୁର୍ଘଟଣା ନେଇ ସ୍ଥାନୀୟ ଲୋକଙ୍କର ଠାରୁ ସୂଚନା ପାଇଁ ପୁଲିସ ଘଟଣାସ୍ଥଳରେ ପହଞ୍ଚିଛି । ମୃତଦେହ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଛି । ପୁଲିସ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ କରୁଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+