Get Updates
Get notified of breaking news, exclusive insights, and must-see stories!

ଜ୍ୟରେ ଭୟଙ୍କର ଶୀତ, ୫ ଜିଲ୍ଲାକୁ ୟେଲୋ ଆଲର୍ଟ

ଥଣ୍ଡାରୁ ନିସ୍ତାର ନାହିଁ । ରାଜ୍ୟରେ ଭୟଙ୍କର ଶୀତ ଲହରୀ । ଉପାନ୍ତରୁ ଉପକୂଳ । ଥରୁଛି ସାରା ରାଜ୍ୟ । ଥଣ୍ଡା ସାଙ୍ଗକୁ ଅନେକ ସ୍ଥାନରେ କଲବଲ କରୁଛି କୁହୁଡ଼ି । ଆସନ୍ତା ପାଞ୍ଚ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ କୁହୁଡ଼ି ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

cold

ଆଜି ପାଇଁ ସୁନ୍ଦରଗଡ଼, କଳାହାଣ୍ଡି, ଖୋର୍ଦ୍ଧା, ଢେଙ୍କାନାଳ ଓ କୋରାପୁଟ ଜିଲ୍ଲାକୁ ୟୋଲୋ ଚେତାବନୀ ଦିଆଯାଇଛି । ଆସନ୍ତାକାଲି ପାଇଁ ମଧ୍ୟ ଏହି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଅନ୍ୟ ଜିଲ୍ଲା ଗୁଡ଼ିକରେ ମଧ୍ୟ କୁହୁଡ଼ି ହେବ । ତେବେ ଏହି ଜିଲ୍ଲା ଗୁଡ଼ିକରେ ଘନ କୁହୁଡ଼ି ହେବ । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ କୁହୁଡ଼ି ପାଇଁ ବିଭିନ୍ନ ଜିଲ୍ଲାକୁ ଚେତାବନୀ ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+