ଶିମିଳିପାଳରେ ପ୍ରବଳ ଶୀତ, ୧ ଡିଗ୍ରୀ ଛୁଇଁଲା ତାପମାତ୍ରା
ଶିମିଳିପାଳରେ ଖସିଲା ପାରଦ। ଆଜି ସକାଳେ ଶିମିଳିପାଳରେ ୧ ଡିଗ୍ରି ତାପମାତ୍ରା ରେକର୍ଡ କରାଯାଇଛି। ଗତକାଲି ମଧ୍ୟ ଏଠାରେ ଅଧିକ ଶୀତ ଅନୁଭୂତ ହୋଇଥିଲା । ଗତକାଲି ୨ଡିଗ୍ରି ରହିଥିଲା ପାରଦ । ରାଜ୍ୟରେ ପାଣିପାଗର ବିଚିତ୍ର ସ୍ଥିତି ଦେଖିବାକୁ ମିଳିଛି । ଗୋଟିଏ ପଟେ ଦିନର ତାପାମତ୍ରା ବଢ଼ିବାକୁ ଲାଗିଥିବା ବେଳେ ଅନ୍ୟପଟେ ରାତିରେ ପାରଦ ଖସୁଛି ।













Click it and Unblock the Notifications