ଆହୁରି ୨ରୁ ୩ ଦିନ ଶୀତରୁ ନାହିଁ ନିସ୍ତାର
ରାଜ୍ୟବାସୀଙ୍କୁ କଲବଲ କରୁଛି ଶୀତ। ଘରେ ବାହାରେ ଥଣ୍ଡା ମାଡ଼ରେ ଜନଜୀବନ ତ୍ରାହି ତ୍ରାହି ଡାକୁଛି। ଆହୁରି ୨ରୁ ୩ ଦିନ ଶୀତରୁ ନିସ୍ତାର ନାହିଁ। ଆଜି ପର୍ଯ୍ୟନ୍ତ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏସବୁ ଜିଲ୍ଲାଗୁଡ଼ିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, ଜଗତସିଂହପୁର, କଟକ, ଖୋର୍ଦ୍ଧା ଓ ଅନୁଗୁଳ।

ସେହିପରି ଆସନ୍ତାକାଲି ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ଅନୁଗୋଳକୁ ଶୀତ ନେଇ ୟେଲୋ ସତର୍କତା ଜାରି ହୋଇଛି। ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ବର୍ଷା ନାହିଁ। ପାଗ ଶୁଖିଲା ରହିବ। ଆସନ୍ତା ୨ ଦିନ ପରେ ରାତି ତାପମାତ୍ରା ୨-୩ ଡିଗ୍ରୀ ସେଲସିୟସ୍ ଯାଏଁ ବଢ଼ିପାରେ।
More From
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications