ଶକ୍ତି ନାନୀଙ୍କ ଶକ୍ତି ଓ ବରିଷ୍ଠଙ୍କୁ ଅଣଦେଖା ;ଶ୍ରୀମୟୀ ମିଶ୍ର
ବିଜୁ ଜନତା ଦଳ ପକ୍ଷରୁ ରାଜ୍ୟସଭା ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି । ବିଜେଡି ସଭାପତି ନବୀନ ପଟ୍ଟନାୟକ ଏନେଇ ବିଧିବଦ୍ଧଭାବେ ଘୋଷଣା କରିଛନ୍ତି । ତେବେ ବିଜେଡି ପକ୍ଷରୁ ଦୁଇ ଜଣଙ୍କ ନାମ ଘୋଷଣା କରାଯାଇଛି । ସେମାନେ ହେଲେ ଡ. ସନ୍ତୃପ୍ତ ମିଶ୍ର ଓ ଡ, ଦତ୍ତେଶ୍ୱର ହୋତା ।

ଏହାକୁ ନେଇ ଶ୍ରୀମୟୀ ମିଶ୍ର ବିଜେଡିକୁ ଟାର୍ଗେଟ କରିଛନ୍ତି । ଶକ୍ତି ନାନୀଙ୍କ ଶକ୍ତି ଓ ବରିଷ୍ଠଙ୍କୁ ଅଣଦେଖା କଥା ଉଠାଇ ଶ୍ରୀମତୀ ମିଶ୍ର ବିଜୁ ଜନତା ଦଳକୁ ପରୋକ୍ଷରେ ନିଶାନା କରିଛନ୍ତି । ଦଳୀୟ ସଂଗଠନ ପ୍ରତି ଅବଦାନ ଓ ଅଭିଜ୍ଞତା ନଥାଇ ପ୍ରାର୍ଥୀ କରାଯାଇଛି ବୋଲି ଶ୍ରୀମୟୀ କହିଛନ୍ତି ।
More From
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications