ରାଜ୍ୟର ଶକ୍ତିପୀଠକୁ ନେଇ ନିର୍ମାଣ ହେବ ଶକ୍ତିପୀଠ କରିଡର୍, ଭକ୍ତଙ୍କ ସୁବିଧା ପାଇଁ ହେଲିକପ୍ଟର ବ୍ୟବସ୍ଥା; ମୁଖ୍ୟମନ୍ତ୍ରୀ
ରାଜ୍ୟର ଶକ୍ତିପୀଠକୁ ନେଇ ନିର୍ମାଣ ହେବ ଶକ୍ତିପୀଠ କରିଡର୍ । ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ତାରାତାରିଣୀ, ବିରଜା, ଉଗ୍ରତାରା ପୀଠକୁ ନେଇ ଯୋଜନା' ।ଭଗବତୀ, ମଙ୍ଗଳା, କାଳିଜାଈ ଓ ଭୈରବୀ ପୀଠକୁ ନେଇ ଯୋଜନା' ହୋଇଛି ।

ଆଗାମୀ ୨ ବର୍ଷ ଭିତରେ ଶକ୍ତିପୀଠ କରିଡର୍ କରିବାକୁ ଲକ୍ଷ୍ୟ' । ଭକ୍ତଙ୍କ ସୁବିଧା ପାଇଁ ହେଲିକପ୍ଟର ବ୍ୟବସ୍ଥା ନେଇ ଯୋଜନା' ।












Click it and Unblock the Notifications