ଶକ୍ତିଶ୍ରୀ: ଉଚ୍ଚଶିକ୍ଷା ଅନୁଷ୍ଠାନରେ ସୁନିଶ୍ଚିତ ହେବ ଛାତ୍ରୀ ସୁରକ୍ଷା, କେମିତି କାମ କରିବ ଶକ୍ତିଶ୍ରୀ ?

ଉଚ୍ଚଶିକ୍ଷା ଅନୁଷ୍ଠାନରେ ସୁନିଶ୍ଚିତ ହେବ ଛାତ୍ରୀ ସୁରକ୍ଷା । ଛାତ୍ରୀଙ୍କୁ ଆତ୍ମାସୁରକ୍ଷା ଏବଂ ମାନସିକ ସ୍ବାସ୍ଥ୍ୟ ପ୍ରଶିକ୍ଷଣ ଦେବା ପାଇଁ ୧୬ ବିଶ୍ବବିଦ୍ୟାଳୟ ଏବଂ ୭୩୦ ସରକାରୀ ଓ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟରେ ଖୋଲିବ ଶକ୍ତିଶ୍ରୀ ସଶକ୍ତିକରଣ କେନ୍ଦ୍ର ।

Shaktishri

- ଶକ୍ତିଶ୍ରୀ ସଶକ୍ତିକରଣ କେନ୍ଦ୍ରର ପରିଚାଳନା ପାଇଁ ଜଣେ ଛାତ୍ରୀ "ଶକ୍ତିଶ୍ରୀ ସାଥୀ ଏବଂ ଜଣେ ଅଧ୍ୟାପିକା "ଶକ୍ତିଶ୍ରୀ ସଂଯୋଜିକା ଭାବରେ ନିଯୁକ୍ତ ହେବେ - ଜିଲ୍ଲାପାଳଙ୍କ ଦ୍ବାରା ୫ ଜଣ ବିଶିଷ୍ଟ କାର୍ଯ୍ୟରତ ମହିଳା "ଶକ୍ତି ଅପା" ଭାବରେ ମନୋନୀତ ହେବେ
ଶକ୍ତିଶ୍ରୀ ମୋବାଇଲ ଆପ୍ ସାଜିବ ଛାତ୍ରୀଙ୍କ ସାଥି
- ପ୍ରତ୍ୟେକ ଛାତ୍ରୀଙ୍କ ପାଇଁ ସୂଚନା, ଅଭିଯୋଗ ଏବଂ sos ସାହାଯ୍ୟ ସୁନିଶ୍ଚିତ କରିବ
- ଗୋପନୀୟ ଭାବରେ ସିଧାସଳଖ ଅଭିଯୋଗ ପଞ୍ଜିକରଣ କରିପାରିବେ ଛାତ୍ରୀ
ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀମାନଙ୍କ ପାଇଁ ଲାଗୁ ହେବ ସ୍ବତନ୍ତ୍ର କୋଡ୍ ଅଫ୍ କଣ୍ଡକ୍ଟ
• SAFE କ୍ୟାମେନ ମାଧ୍ୟମରେ ବର୍ଷକୁ ଦୁଇ ଥର ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର, ମହିଳାଙ୍କ ସୁରକ୍ଷା ଓ ଅଧିକାର ସମ୍ବନ୍ଧୀୟ ସଚେତନତା କର୍ମଶାଳା
• ପ୍ରତ୍ୟେକ ଶିକ୍ଷାନୁଷ୍ଠାନ ୩୧ ଡିସେମ୍ବର ସୁଦ୍ଧା ପ୍ରଦାନ କରିବେ ବାର୍ଷିକ କ୍ୟାମ୍ପସ ସୁରକ୍ଷା ରିପୋର୍ଟ
• ପ୍ରତ୍ୟେକ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ଲାଗିବ ସିସିଟିଭି କ୍ୟାମେରା
• POSH (Prevention of Sexual Harassment) ଆଇନର ଅନଲାଇନ ପ୍ରଶିକ୍ଷଣ ବାଧ୍ୟତାମୂଳକ ହେବ

ସମସ୍ତ ଶକ୍ତିଶ୍ରୀ ସାଥୀ, ଶକ୍ତିଶ୍ରୀ ସଂଯୋଜିକା ଓ ଶକ୍ତି ଅପାମାନଙ୍କ ପାଇଁ ବାର୍ଷିକ ଏକ-ଦିବସୀୟ ଶକ୍ତି ସ୍ବରୂପିଣୀ କର୍ମଶାଳା ଆୟୋଜିତ ହେବ
ଛାତ୍ରୀ ସୁରକ୍ଷାକୁ ସଶକ୍ତ କରିବ ଶକ୍ତିଶ୍ରୀ

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+