ଶାଲିମାର-ସମ୍ୱଲପୁର ମହିମା ଗୋସାଇଁ ଏକ୍ସପ୍ରେସ୍ ଲାଇନଚ୍ୟୁତ

ଶାଲିମାର-ସମ୍ୱଲପୁର ମହିମା ଗୋସାଇଁ ଏକ୍ସପ୍ରେସ୍ ଲାଇନଚ୍ୟୁତ । ସମ୍ୱଲପୁର ନିକଟରେ ଲାଇନଚ୍ୟୁତ ହୋଇଥିବା ପୂର୍ବତଟ ରେଲଓ୍ୱେ ପକ୍ଷରୁ ସୂଚନା।

ସକାଳ ୯ଟା ୧୮ରେ ଜେନେରାଲ୍ କୋଚର ଗୋଟିଏ ବଗି ହୋଇଛି ଲାଇନଚ୍ୟୁତ । ଭୁବନେଶ୍ୱରରୁ ସମ୍ୱଲପୁର ଯାଉଥିବା ବେଳେ ସମ୍ୱଲପୁର ସିଟି ଷ୍ଟେସନ ପୂର୍ବରୁ ଲାଇନଚ୍ୟୁତ ।

Shalimar-Samwalpur Mahima Gosain Express derailed
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+