ରାଜଧାନୀରେ ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୀଡ଼ିତାଙ୍କ ବାନ୍ଧବୀ ନାବାଳିକା ସହ ସମେତ ୫ ଗିରଫ

ରାଜଧାନୀରେ ଲଜ୍ଜା। ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ପୀଡ଼ିତାଙ୍କ ବାନ୍ଧବୀ ନାବାଳିକା ସହ ସମେତ ୫ ଜଣଙ୍କୁ ଗିରଫ କରିଛି ପୋଲିସ। ଏ ନେଇ-ଭୁବନେଶ୍ବର ଡିସିପି ପିନାକ ମିଶ୍ର ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି ।

ପୀଡ଼ିତାଙ୍କୁ ତାଙ୍କ ବାନ୍ଧବୀ ଫୁସୁଲାଇ ଏକ ପରିତ୍ୟକ୍ତ ସ୍ଥାନକୁ ନେଇଯାଇଥିଲେ । ସେଠାରେ ୪ ଜଣ ଯୁବକ ତାଙ୍କୁ ବଳାତ୍କାର ରିଥିବା ଅଭିଯୋଗ ହୋଇଥିଲା। ପୋଲିସ ରେଡ୍‌ କରି ସମସ୍ତ ୪ ଅଭିଯୁକ୍ତ ଓ ପୀଡ଼ିତାଙ୍କ ବାନ୍ଧବୀଙ୍କୁ ଧରିଛି ।

Shame in the capital

ଖବର ଅନୁଯାୟୀ, ୧୦ ଦିନ ତଳେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ନେଇ ନୟାପଲ୍ଲୀ ଥାନାରେ ନାବାଳିକାଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ ତଦନ୍ତକୁ ଆଗେଇ ନେଇଥିଲା ନୟାପଲ୍ଲୀ ପୋଲିସ । ବିଭିନ୍ନ ସ୍ଥାନରେ ଚଢାଉ କରି ଘଟଣାରେ ସାମିଲ ଥିବା ୫ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି ପୋଲିସ । ଗିରଫ ଅଭିଯୁକ୍ତମାନେ ଚନ୍ଦ୍ରଶେଖରପୁର ଓ ନୟାପଲ୍ଲୀ ଥାନା ଅଞ୍ଚଳ ବୋଲି ସୂଚନା ମିଳିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+