Get Updates
Get notified of breaking news, exclusive insights, and must-see stories!

ଶଙ୍କର – ମୁନ୍ନାଙ୍କୁ ମୁହାଁମୁହିଁ ଜେରା

ଏସଆଇ କେଳେଙ୍କାରୀ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଶଙ୍କର ଓ ତାର ସହଯୋଗୀ ମୁନାକୁ ୫ ଦିନିଆ ରିମାଣ୍ଡରେ ଆଣିଛି କ୍ରାଇମବ୍ରାଞ୍ଚ । ଶଙ୍କର ପୃଷ୍ଟି ଏବଂ ସହଯୋଗୀ ମୁନାକୁ ମୁହାଁମୁହିଁ ଜେରା କରିଛି । ଏନେଇ ପ୍ରେସ୍ ରିଲିଜ ମଧ୍ୟ ଜାରି କରାଯାଇଛି । ଶଙ୍କର ପୃଷ୍ଟି ଠାରୁ ଗୋଟିଏ ଫରଚ୍ୟୁନର, ଦୁଇଟି ଆଇଫୋନ୍ ଏବଂ ପାସପୋର୍ଟ ଜବତ କରାଯାଇଛି ।

shankar

ଗଞ୍ଜାମର ମୂଳ ବାସିନ୍ଦା ଶଙ୍କର ପଞ୍ଚ ସଫ୍ଟ ଟେକ୍ନୋଲୋଜି ପ୍ରାଇଭେଟ ଲିମିଟେଡ ନାଁରେ କମ୍ପାନୀ ଖୋଲି ତାର ମ୍ୟାନେଜିଂ ଡାଇରେକ୍ଟର ଭାବେ କାର୍ଯ୍ୟ କରିଆସୁଥିଲା । ଭୁବନେଶ୍ବର ପଟିଆରେ ଏକ ଅଫିସ ଖୋଲି ନେଟୱର୍କ ଚଳାଇଥିଲା । ଶଙ୍କରର ସହଯୋଗୀ ଥିଲେ ମୁନା ମହାନ୍ତି, ଶ୍ରୀକାନ୍ତ ମହାରଣା ଓ ଅରବିନ୍ଦ ଦାସ । ସେମାନଙ୍କୁ ମଧ୍ୟ କ୍ରାଇମବ୍ରାଞ୍ଚ ଜେରା କରିଛି । ଶଙ୍କର ଗିରଫ ହେବା ପରେ ସରକାରଙ୍କୁ ଟାର୍ଗେଟ କରିଛି ବିଜେଡି । ଅନ୍ୟପଟେ ପୂର୍ବ ସରକାର ସମୟରେ ଶଙ୍କର ତାର କମ୍ପାନୀ ଖୋଲିଥିବା ବିଜେପି କହିଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+