ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃ ବିୟୋଗ ; ଭେଟିଲେ ମୁଖ୍ୟମନ୍ତ୍ରୀ

ଦିଗପହଣ୍ଡି ବିଧାୟକ ତଥା ଓଲିଉଡ୍‌ ସୁପରଷ୍ଟାର ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃ ବିୟୋଗ ଘଟିଛି। ଏହି ଖବର ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଦ୍ଧାନ୍ତଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ ପାର୍ଥିବ ଶରୀରର ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏକ୍ସରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି,ଦିଗପହଣ୍ଡି ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃବିୟୋଗ ବିଷୟରେ ଜାଣି ଅତ୍ୟନ୍ତ ଦୁଃଖିତ।

mohan majhi

ଶ୍ରୀ ମହାପାତ୍ରଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ ପାର୍ଥିବ ଶରୀରର ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କଲି ଓ ଶୋକାକୁଳ ପରିବାରବର୍ଗଙ୍କୁ ଭେଟି ସମବେଦନା ଜଣାଇଲି । ମୁଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ସେ ଦିବଙ୍ଗତ ଆତ୍ମାଙ୍କୁ ଶାନ୍ତି ପ୍ରଦାନ କରିବା ସହ ତାଙ୍କ ପରିବାରବର୍ଗଙ୍କୁ ଏହି ଦୁଃଖ ସହିବାର ଶକ୍ତି ପ୍ରଦାନ କରନ୍ତୁ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+