ପ୍ରବଳ ଥଣ୍ଡାରେ ଥରୁଛି ଜି. ଉଦୟଗିରି

ଭୁବନେଶ୍ୱର : ରାଜ୍ୟକୁ ପୁଣି ଫେରିଛି ଶୀତ। ସକାଳୁ ସକାଳୁ ପ୍ରବଳ ଶୀତ ସହ ଘନକୁହୁଡି ଯୋଗୁ ଜୀବନ ଯାତ୍ରା ପ୍ରଭାବିତ ହେଉଛି। ରଜରେ ଶୀତର ଲହରୀ ଲାଗି ରହିଥିବା ବେଳେ ଜି. ଉଦୟଗିରି ସବୁଠୁ ଥଣ୍ଡା ସହର ରେକର୍ଡ ହୋଇଛି । ଏଠାରେ ସର୍ବନିମ୍ନ ରାତ୍ରି ତାପମାତ୍ରା ୭.୪ ଡିଗ୍ରୀ ରେକର୍ଡ କରାଯାଇଥିଲା।

odisha

ସେହିପରି କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୮.୩ ଡିଗ୍ରି, ଦାରିଙ୍ଗବାଡ଼ିରେ ୮. ୫ ଡିଗ୍ରି, ଫୁଲବାଣୀରେ ୧୦ ଡିଗ୍ରି, ସେମିଳିଗୁଡ଼ାରେ ୯. ୯ ଡିଗ୍ରି, ନବରଙ୍ଗପୁରରେ ୧୧.୪, କିରେଇରେ ୧୧.୪, ସୁନ୍ଦରଗଡ଼ରେ ୧୪.୨, ଛାରସୁଗୁଡ଼ାରେ ୧୩.୯, ରାଉରକେଲାରେ ୧୩.୭, କେଉଁଝରରେ ୧୩, ମାଲକାନଗିରିରେ ୧୪.୯ ଓ ଅନୁଗୁଳରେ ୧୧ ଡିଗ୍ରି ରେକର୍ଡ କରାଯାଇଛି । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ କୁହୁଡ଼ି ଦେଖାଦେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+