ଅର୍ଚ୍ଚନା ନାଗ୍ଙ୍କୁ ସୋ କଜ୍ ନୋଟିସ୍ ଜାରି
ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ୍ ଆଡଭୋକେଟ୍ ଲାଇସେନ୍ସ ପାଇବାର ମାତ୍ର ଅଳ୍ପ ଦିନ ମଧ୍ୟରେ ତାଙ୍କୁ ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି I ସେ ନିଜ ବିରୋଧରେ କୌଣସି ପ୍ରକାର କ୍ରିମିନାଲ କେସ୍ ନାହିଁ ବୋଲି ଦର୍ଶାଇବା ଅଭିଯୋଗରେ ଏହି ନୋଟିସ୍ ଜାରି କରାଯାଇଛି। ଓକିଲାତି ଲାଇସେନ୍ସ ପାଇଁ ଅର୍ଚ୍ଚନା ଦାଖଲ କରିଥିବା ଫର୍ମରେ ତାଙ୍କ ବିରୋଧରେ ବିଚାରାଧୀନ ଥିବା ଫୌଜଦାରୀ ମାମଲା ସଂକ୍ରାନ୍ତରେ ତଥ୍ୟ ଉଲ୍ଲେଖ କରି ନଥିଲେ। ତାଙ୍କ ବିରୋଧରେ କୌଣସି ଫୌଜଦାରୀ ମାମଲା ନାହିଁ ବୋଲି ଅର୍ଚ୍ଚନାଙ୍କ ଫର୍ମରେ ଉଲ୍ଲେଖ କରାଯାଇଥିଲା। ଯାଞ୍ଚରୁ ଅର୍ଚ୍ଚନା ଫର୍ମରେ ବିଚାରାଧୀନ ଫୌଜଦାରୀ ମାମଲା ସଂପର୍କିତ ତଥ୍ୟ ଜାଣିଶୁଣି ଦର୍ଶାଇ ନଥିବା ଓ ଲୁଚାଇଥିବା ଜଣା ପଡ଼ିଛି।

ଅର୍ଚ୍ଚନା ନାଗଙ୍କୁ ରାଜ୍ୟ ଆଇନଜୀବୀ ପରିଷଦ ସଚିବ ଯଯାତି କେଶରୀ ସାମନ୍ତସିଂହାରଙ୍କ ତରଫରୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇ ୭ ଦିନ ଭିତରେ ଜବାବ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଇନ ଅନୁସାରେ କାହିଁକି ତାଙ୍କ ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯିବ ସେ ନେଇ କାରଣ ଦର୍ଶାଇବାକୁ ଅର୍ଚ୍ଚନାଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications