ମିଥ୍ୟା ତଥ୍ୟ ଦେଇଥିବା ଚାଷୀଙ୍କୁ କାରଣ ଦର୍ଶାଅ ନୋଟିସ୍
ରବି ଋତୁ ଧାନ ସଂଗ୍ରହରେ ଚାଷୀଙ୍କ ମିଥ୍ୟା ତଥ୍ୟ ଧରାପଡ଼ିବା ଘଟଣା । ମିଥ୍ୟା ତଥ୍ୟ ଦେଇଥିବା ଚାଷୀଙ୍କୁ କାରଣ ଦର୍ଶାଅ ନୋଟିସ୍ । ୧ ଲକ୍ଷ ୮୧ ହଜାର ୬୮୪ ଟି ପ୍ଲଟ୍ରେ ହୋଇନି ଧାନ ଚାଷ । ଏନେଇ ୭ ଦିନ ଭିତରେ ସ୍ପଷ୍ଟୀକରଣ ରଖିବାକୁ ନିର୍ଦ୍ଦେଶ । ସ୍ପଷ୍ଟୀକରଣ ନରଖିଲେ ବର୍ଷେ ପାଇଁ ଧାନ ସଂଗ୍ରହରୁ ବାଦ୍ ପଡ଼ିବେ । ଜମିରେ ଚାଷ ନକରି ଧାନ ସଂଗ୍ରହ ପାଇଁ କରିଥିଲେ ପଞ୍ଜୀକରଣ । ସାଟେଲାଇଟ୍ ସର୍ଭେରେ ଧରାପଡ଼ିଲା ଚାଷୀଙ୍କ ମିଥ୍ୟା ତଥ୍ୟ । ୨୦୨୪-୨୫ ରବି ଋତୁ ଧାନ ସଂଗ୍ରହ ପାଇଁ କରିଥିଲେ ପଞ୍ଜୀକରଣ।।













Click it and Unblock the Notifications