ଆସୁଛି ଶ୍ରାବଣ; ଧବଳେଶ୍ୱରରେ ପ୍ଲାଷ୍ଟିକ୍ ମନା, କେବଳ ମାଟି ଓ ପିତଳ କଳସ ନେଇ ଜଳ ଲାଗି କରିବାକୁ ଅନୁମତି
ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱରରେ ପ୍ଲାଷ୍ଟିକ୍ ମନା। ପ୍ଲାଷ୍ଟିକ କଳସ, ପ୍ଲାଷ୍ଟିକ ତିଆରି ଅନ୍ୟ ସାମଗ୍ରୀ ସଂପୂର୍ଣ୍ଣ ମନା। ଦେବୋତ୍ତର ବିଭାଗ ଓ ପୂଜକ କମିଟି ବୈଠକରେ ନିଷ୍ପତ୍ତି ।
ନୂଆ ପୋଲ ପୂର୍ବରୁ ଶ୍ରାବଣ ସୋମବାର ବାହୁଙ୍ଗି ରଖିବେ କାଉଡ଼ିଆ। କେବଳ ମାଟି ଓ ପିତଳ କଳସ ନେଇ ଜଳ ଲାଗି କରିବାକୁ ଅନୁମତି ।

ନିୟମ ନ ମାନିଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ବୈଠକରେ ନିଷ୍ପତ୍ତି ହୋଇଛି।
More From












Click it and Unblock the Notifications