ଆଜି ଆଶ୍ୱିନ କୃଷ୍ଣ ଚତୁର୍ଥୀ ତିଥି; ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ଜଗା ଦର୍ଶନ ବନ୍ଦ
ଆଜି ଆଶ୍ୱିନ କୃଷ୍ଣ ଚତୁର୍ଥୀ ତିଥି । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ଏଥିପାଇଁ ସର୍ବସାଧାରଣଙ୍କ ନିମନ୍ତେ ୫ ଘଣ୍ଟା ଜଗା ଦର୍ଶନ ବନ୍ଦ ରହିବ ।

ଗୁରୁବାର ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ଣ ପ୍ରାୟ ୫ଟାରୁ ବନକଲାଗି ନୀତି ଆରମ୍ଭ ହେବା ସହ ସର୍ବସାଧାରଣ ବନ୍ଦ ରହିବ। ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ । ରାତି ୧୦ଟା ପରେ ସର୍ବସାଧାରଣ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ଗୁରୁବାର ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ଣ ପ୍ରାୟ ୫ଟାରୁ ବନକଲାଗି ନୀତି ଆରମ୍ଭ ହେବା ସହ ସର୍ବସାଧାରଣ ବନ୍ଦ ରହିବ। ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ। ରାତି ୧୦ଟା ପରେ ସର୍ବସାଧାରଣ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।












Click it and Unblock the Notifications