ଖୋଲିଲା ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର; ନିର୍ଦ୍ଧାରିତ ସମୟ ୯ଟା ୫୧ରେ ଖୋଲିଲା ଭିତର ରତ୍ନଭଣ୍ଡାର

ଖୋଲିଲା ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର । ନିର୍ଦ୍ଧାରିତ ସମୟ ୯ଟା ୫୧ରେ ଖୋଲିଲା ଭିତର ରତ୍ନଭଣ୍ଡାର। ବାହାର ଭଣ୍ଡାର ପରେ ଭିତର ରତ୍ନଭଣ୍ଡାରରେ ପ୍ରବେଶ କଲେ ୧୧ ଜଣିଆ ସ୍ୱତନ୍ତ୍ର ଟିମ୍ । ବାହାରେ ପ୍ରଥମେ ଲୋକନାଥ ମହାପ୍ରଭୁଙ୍କୁୁ ପୂଜାର୍ଚ୍ଚନା କରାଯିବା ପରେ ଜଉମୁଦ ଲାଗିଥିବା ଚାବିରେ ତାଲା ଖୋଲାଯାଇଥିଲା । ଏହାପରେ ଟିମ୍ ସଦସ୍ୟ ଜଗନ୍ନାଥ ଭଜନ ଗାଇ ଗାଇ ଭିରତକୁ ପ୍ରବେଶ କରିଥିବା ସୂଚନା ରହିଛି । ଏହାପରେ ଭିତର ରତ୍ନଭଣ୍ଡାରକୁ ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ୱନାଥ ରଥଙ୍କ ସହ ଶ୍ରୀମନ୍ଦନିର ମୁଖ୍ୟ ପ୍ରଶାସକ, ଏସପି ପ୍ରବେଶ କରିଥିବା ଜଣାପଡିିଛି ।

ଟିମ୍ ସହ ଭିତର ଭଣ୍ଡାରକୁ ଯାଇଛନ୍ତି ଓଡ୍ରାଫ ଟିମ୍ । ଭିତର ଭଣ୍ଡାରକୁ ଆଲୋକିକରଣ କରାଯିବା ସହ ପୁରା ପ୍ରକ୍ରିୟାର ଭିଡିଓଗ୍ରାଫି କରାଯାଉଛି । ତେବେ ଭିତର ଭଣ୍ଡାର ଭିତରେ କ'ଣ ଅଛି ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ ।

shree mandir bhitar ratna bhandar open
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+