ପଞ୍ଚୁକ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା; କେବଳ ସିଂହଦ୍ୱାର ଦେଇ ପ୍ରବେଶ, ଅଁଳା ନବମୀରେ ଭୋର ୫ଟାରୁ ରାଧାପାଦ ଦର୍ଶନ

ପୁରୀ: ପଞ୍ଚୁକ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା। କେବଳ ସିଂହଦ୍ୱାର ଦେଇ ପ୍ରବେଶ କରିପାରିବେ ଭକ୍ତ । ପୁରୀ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକରେ ନିଷ୍ପତ୍ତି। ସିଂହଦ୍ୱାରରେ ପ୍ରବେଶ, ୩ ଦ୍ୱାର ଦେଇ ପ୍ରସ୍ଥାନ ବ୍ୟବସ୍ଥା। ଅଁଳା ନବମୀରେ ଭୋର ୫ଟାରୁ ରାଧାପାଦ ଦର୍ଶନ। ବିଳମ୍ବିତ ରାତ୍ରି ଯାଏଁ ଚାଲିବ ରାଧାପାଦ ଦର୍ଶନ । ଦର୍ଶନ ପାଇଁ ୧୧ ଲେନ୍ ବିଶିଷ୍ଟ ବ୍ୟାରିକେଡ୍‌ ବ୍ୟବସ୍ଥା ।

shree mandir
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+