କାଲି ଠାରୁ ବିନା କୋଭିଡ ରିପୋର୍ଟରେ ଜଗା ଦର୍ଶନ
ଏଣିକି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆଉ ଆବଶ୍ୟକ ନାହିଁ କୋଭିଡ ନେଗେଟିଭ୍ ରିପୋର୍ଟ । ଆସନ୍ତାକାଲି ଠାରୁ ଆଉ ଦରକାର ହେବନି କୋଭିଡ ନେଗେଟିଭ ରିପୋର୍ଟ ।
ପୁରୀ: ହଟିବ କଟକଣା । ଏବେ ନିଜ ପ୍ରିୟର ଠାକୁରକୁ ଦେଖି ପାରିବେ ସମସ୍ତ ଭକ୍ତ । ଏଣିକି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆଉ ଆବଶ୍ୟକ ନାହିଁ କୋଭିଡ ନେଗେଟିଭ୍ ରିପୋର୍ଟ । ଆସନ୍ତାକାଲି ଠାରୁ ଆଉ ଦରକାର ହେବନି କୋଭିଡ ନେଗେଟିଭ ରିପୋର୍ଟ ।

ସାମାଜିକ ଦୂରତା, ମାସ୍କ ଏବଂ ସ୍ୱତନ୍ତ୍ର ଏସଓପି ମାନି ଭଗବାନଙ୍କ ନିକଟକୁ ଯାଇପାରିବେ ଶ୍ରଦ୍ଧାଳୁ । ଏଥିଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ପୁରୀ ବାସିନ୍ଦାଙ୍କ ପାଇଁ ସକାଳ ୭ଟା ପର୍ଯ୍ୟନ୍ତ ସ୍ୱତନ୍ତ୍ର ଧାଡ଼ି ବ୍ୟବସ୍ଥା କରାଯାଇଛି । ସକାଳ ୭ଟା ପରେ ସାଧାରଣ ଭକ୍ତ ମାନେ ମନ୍ଦିରକୁ ଯାଇ ଦର୍ଶନ କରିପାରିବେ ଏଥିଲାଗି ସେବାୟତଙ୍କ ସହ ମଧ୍ୟ ପ୍ରଶାସନ ପକ୍ଷରୁ ଆଲୋଚନା କରାଯାଇଛି ।
ରବିବାର ଦିନ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ। ମନ୍ଦିର ସାନିଟାଇଜ କରିବାକୁ ଦର୍ଶନ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି । ୨୧ ତାରିଖ ପରଠାରୁ ନୂତନ ସମୟରେ ଦର୍ଶନ ବ୍ୟବସ୍ଥା କରାଯିବ। ସକାଳ ୬ଟା ପରେ ଓ ୭ଟା ମଧ୍ୟରେ କେବଳ ପୁରିବାସୀ ଦର୍ଶନର ସ୍ୱତନ୍ତ୍ର ବ୍ୟବସ୍ଥା । ସକାଳ ୭ଟା ପରେ ସାଧାରଣ ଦର୍ଶନ ବ୍ୟବସ୍ଥା କରାଯିବ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications