ସେପ୍ଟେମ୍ବର ୧୫ ତାରିଖରୁ ଆରମ୍ଭ ହେବ ଧାଡ଼ି ଦର୍ଶନ: ପୃଥ୍ବୀରାଜ ହରିଚନ୍ଦନ
ସେପ୍ଟେମ୍ବର ୧୫ ତାରିଖରୁ ଆରମ୍ଭ ହେବ ଧାଡ଼ି ଦର୍ଶନ। ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଧାଡ଼ି ଦର୍ଶନ ପାଇଁ ମନ୍ଦିର ପ୍ରଶାସନ ସଂପୂର୍ଣ୍ଣ ପ୍ରସ୍ତୁତ ଅଛି । ଏହାଦ୍ବାରା ଭିଡ଼ ନିୟନ୍ତ୍ରଣ ହୋଇପାରିବ, ଶ୍ରଦ୍ଧାଳୁଙ୍କ ପାଇଁ ସୁଗମ ହେବ। ୩/୪ ଦିନ ଭିତରେ ପରିଚାଳନା କମିଟି ଗଠନ ହେବ । ପ୍ରଥମ ବୈଠକରେ ହୁଣ୍ଡି ସିଫ୍ଟ ପରେ ଧାଡ଼ି ଦର୍ଶନ ଆରମ୍ଭ ହେବ ।













Click it and Unblock the Notifications