ଦାନ ସୂତ୍ରରେ ମହାପ୍ରଭୁ ଜଗନ୍ନାଥଙ୍କୁ ୩ ବର୍ଷରେ ମିଳିଛି ୧୧୩ କୋଟି। ବିଧାୟକ ସନାତନ ମହାକୁଡ଼ଙ୍କ ପ୍ରଶ୍ନରେ ଆଇନ ମନ୍ତ୍ରୀଙ୍କ ଉତ୍ତର। ହୁଣ୍ଡି, ବ୍ୟାଙ୍କ ଆକାଉଣ୍ଟ, ଅନ୍ୟାନ୍ୟ ସୂତ୍ରରୁ ଦାନ nbsp;ଆକାରରେ nbsp;ମିଳିଛି।