ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି । ଜୟବିଜୟ ଦ୍ୱାର ନିକଟରେ କେହି ବାନ୍ତି କରିଦେବାରୁ ବଡ଼ ମହାସ୍ନାନ । ବଡ଼ ମହାସ୍ନାନ ପାଇଁ ବନ୍ଦ ରହିଛି ସାଧାରଣ ଦର୍ଶନ ।