ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତରଣ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବୈଠକ
ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତରଣ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ । ବୈଠକରେ ଜିଲ୍ଲାପାଳ, ଏସ୍ପି ଓ ପ୍ରମୁଖ ଅଧିକାରୀ ଉପସ୍ଥିତ । ମାର୍ଗଦର୍ଶିକା ଅନୁଯାୟୀ ୧୧ ଜଣ ସଦସ୍ୟ କମିଟିରେ ଅଛନ୍ତି । କାଲି ଶୃଙ୍ଖଳିତ ଭାବେ ରତ୍ନ ଅଳଙ୍କାର ସ୍ଥାନାନ୍ତରଣ କରିବା ନେଇ ବୈଠକ।













Click it and Unblock the Notifications