ପୁର୍ନଗଠିତ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି

ପୁନର୍ଗଠନ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି। ୧୦ ଜଣ ସଦସ୍ୟଙ୍କୁ ମନୋନୀତ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ର ହେଲେ ସଦସ୍ୟ।

ଭୁବନେଶ୍ୱର: ପୁନର୍ଗଠନ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି। ୧୦ ଜଣ ସଦସ୍ୟଙ୍କୁ ମନୋନୀତ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ର ହେଲେ ସଦସ୍ୟ। ମୁକ୍ତିମଣ୍ଡପକୁ ପ୍ରତିନିଧତ୍ତ୍ୱ କରିବେ ଅଶୋକ ମହାପାତ୍ର। ପୂଜାପଣ୍ଡା ନିଯୋଗ ସେବାୟତ ମାଧବ ପୂଜାପଣ୍ଡା ହେବେ ସଦସ୍ୟ।

Shree Mandir

ସେହିପରି ପୁଷ୍ପାଳକ ନିଯୋଗ ସେବାୟତ ଜଗନ୍ନାଥ କର, ପ୍ରତିହାରୀ ନିଯୋଗ ସେବାୟତ ମାଧବ ଚନ୍ଦ୍ର ମହାପାତ୍ର, ସୁଆର ମହାସୁଆର ନିଯୋଗ ସେବାୟକ ଅନନ୍ତ ତିଆଡ଼ି, ଦଇତାପତି ନିଯୋଗ ସେବାୟତ ଦୁର୍ଗାପ୍ରସାଦ ମହାପାତ୍ର, ରାଧାବଲ୍ଲଭ ମଠ ମହନ୍ତ ରାମକୃଷ୍ଣ ଦାସ ସଦସ୍ୟ ରହିବେ। ବିଭିନ୍ନ ଧର୍ମାନୁଷ୍ଠାନ ଓ ମଠର ପ୍ରତିନିଧତ୍ତ୍ୱ କରିବେ ରାମକୃଷ୍ଣ ଦାସ। ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି। ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଶରତ ଚନ୍ଦ୍ର ଭଦ୍ରା ମଧ୍ୟ ସଦସ୍ୟ ମନୋନୀତ ହୋଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+