ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି ; ୫ଘଣ୍ଟା ଠାକୁରଙ୍କ ସାଧାରଣ ଦର୍ଶନ ବନ୍ଦ

ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ । ସେଥିପାଇଁ ସନ୍ଧ୍ୟାରେ ପ୍ରାୟ ୫ଘଣ୍ଟା ଠାକୁରଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ।

shree mandir news lord jagannath

ଶ୍ରୀମନ୍ଦିର ପ୍ରଶାସନର ସୂଚନା ଅନୁସାରେ ଏହି ସ୍ୱତନ୍ତ୍ର ନୀତି ଅପରାହ୍ନ ୫ଟାରୁ ରାତି ୧୦ଟା ମଧ୍ୟରେ ଅନୁଷ୍ଠିତ ହେବ । ତେଣୁ ସେହି ସମୟରେ ସର୍ବସାଧାରଣ ଦର୍ଶନ ମିଳିବ ନାହିଁ । ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ଦଇତାପତି ସେବକମାନେ ଠାକୁରଙ୍କ ଏହି ସେବା କରିଥାନ୍ତି । ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ନୀତି ପାଳନ କରାଯାଇଥାଏ। ତେବେ ସେଦିନର ନୀତି ଉପରେ ପ୍ରକୃତ ଦର୍ଶନ କଟକଣା ସମୟ ନିର୍ଭର ରହିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+