ଶ୍ରୀମନ୍ଦିର ପାଳିଆ ସେବାୟତଙ୍କୁ ଦିଆଯିବ ପ୍ରଶିକ୍ଷଣ
Puri News: ପ୍ରସିକ୍ଷଣ ନେବେ ପାଳିଆ ସେବାୟତ । ଭକ୍ତଙ୍କ ସହ ଭଲ ବ୍ୟବହାର କରିବା ସହ ନୀତିକାନ୍ତି ନେଇ ପ୍ରଶିକ୍ଷଣ ନେବେ ପାଣିଆ ସେବକ । ଏପ୍ରିଲ ୪ ତାରିଖରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରଶିକ୍ଷଣ ଆରମ୍ଭ ହେବ । ଏପ୍ରିଲ ୪ଓ ୫ ତାରିଖରେ ଦିନ ୧୦ ଟାରୁ ସନ୍ଧ୍ୟା ୫ ଟା ପର୍ଯ୍ୟନ୍ତ ନୀଳାଦ୍ରି ଭକ୍ତ ନିକାଶ ପରିସରରେ ଏହି ପ୍ରଶିକ୍ଷଣ ଅନୁଷ୍ଠିତ ହେବ ।

ଶ୍ରୀମନ୍ଦିର ବରିଷ୍ଠ ଅଧିକାରୀଙ୍କ ସହ ଶ୍ରୀଜଗନ୍ନାଥ ସଂସ୍କୃତି ଗବେଷକ ଏବଂ ବରିଷ୍ଠ ସେବାୟତମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ପ୍ରଶିକ୍ଷଣ ଦେବେ । ତେବେ କେଉଁ ମାନେ ଏହି ପ୍ରଶିକ୍ଷଣ ନେବେ ତାହାର ତାଲିକା ପ୍ରସ୍ତୁତ ଜାରି ରହିଛି । ସେହିପରି ଏପ୍ରିଲ ୨ ତାରିଖ ସୁଦ୍ଧା ଯେଉଁ ପାଳିଆ ସେବକ ମାନେ ପ୍ରଶିକ୍ଷଣ ନେବେ ସେମାନଙ୍କ ନାମ, ଠିକଣା ଓ ଯୋଗାଯୋଗ ନମ୍ବର ଶ୍ରୀମନ୍ଦିର ପ୍ରଶାସନ ନିକଟରେ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।
More From
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications