Shree Mandir: ଆଜି ୫ ଘଣ୍ଟା ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ
ପୁରୀ ଆଜି ୫ ଘଣ୍ଟା ସର୍ବସାଧାରଣଙ୍କ ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ଆପାତତଃ ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ଭାଦ୍ରବ ଶୁକ୍ଳ ଦ୍ବାଦଶ ତିଥିରେ ବାମନ ଜନ୍ମ ନୀତି ପାଇଁ ଦର୍ଶନ ବନ୍ଦ ରହିବ ।













Click it and Unblock the Notifications