Shree Mandir: ଭିତରକାଠରେ ପଡ଼ିଲା ବାନ୍ତି: ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ
ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବଡ଼ ମହାସ୍ନାନ କରାଯାଇଛି। ଭିତରକାଠ ନିକଟରେ କେହି ବାନ୍ତି କରିଦେବାରୁ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ହୋଇଛି। ଏନେଇ ସ୍ବତନ୍ତ୍ର ନୀତିକାନ୍ତି କରାଯିବ। ଯେଉଁଥିପାଇଁ ଗୋଟିଏ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ଭିତର ବେଢ଼ାରେ ପାର୍ଶ୍ୱ ଦେବାଦେବୀଙ୍କ ଭକ୍ତମାନେ ଦର୍ଶନ କରିପାରିବେ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।













Click it and Unblock the Notifications