Shree Mandir: ପୁଷ୍ପାଳକ ସେବକଙ୍କୁ ବାସନ୍ଦ ପାଇଁ ଚେତାବନୀ
ସୁଆର ମହାସୁଆର ପରେ ପୁଷ୍ପାଳକ ସେବକଙ୍କୁ ବାସନ୍ଦ ପାଇଁ ଚେତାବନୀ ଦିଆଯାଇଛି । ଦୀଘା ଜଗନ୍ନାଥ ମନ୍ଦିର ଆରତୀ, ପୂଜାରେ ଯୋଗଦେଲେ ବାସନ୍ଦ ପାଇଁ ଚେତାବନୀ ଦିଆଯାଇଛି। ନିଯୋଗ ବିରୋଧୀ କାର୍ଯ୍ୟ ଅଭିହିତ କରାଯାଇ ବାସନ୍ଦ କରାଯିବ। ଶ୍ରୀମନ୍ଦିର ପୁଷ୍ପାଳକ ନିଯୋଗ ସଂପାଦକଙ୍କ ଦସ୍ତଖତରେ ଶନିବାର ଏହି ନିର୍ଦ୍ଦେଶ ଜାରି କରାଯାଇଛି। ନିକଟରେ ସୁଆର ମହାସୁଆର ସେବକଙ୍କୁ ମଧ୍ୟ ବାସନ୍ଦ ପାଇଁ ଚେତାବନୀ ହୋଇଥିଲା। ଦୀଘା ମନ୍ଦିର ପ୍ରତିଷ୍ଠାରେ ରୋଷ କାର୍ଯ୍ୟରେ ବାସନ୍ଦ ପାଇଁ ଚେତାବନୀ ଦିଆଯାଇଛି।













Click it and Unblock the Notifications