ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ
ଆସନ୍ତାକାଲି ବନ୍ଦ ରହିବ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ
ପୁରୀ: ଆସନ୍ତାକାଲି ଅର୍ଥାତ୍ ୧୯ ତାରିଖ ଦିନ ମାର୍ଗଶିର-କୃଷ୍ଣ ଦଶମୀ ତିଥି । ଏହି ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ । ଏହି ସମୟରେ ଦିର୍ଘ ୪ ଘଣ୍ଟା ଧରି ଜଗା ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ତପ ଶେଷ ହେବା ପରେ ଅପରାହ୍ନ ୫ଟାରୁ ରାତି ୯ ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।













Click it and Unblock the Notifications