ଶ୍ରୀମନ୍ଦିର ମହାପ୍ରସାଦ ରେଟ ଚାଟ ଲାଗିବ: ମୁଖ୍ୟ ପ୍ରଶାସକ
ଶ୍ରୀ ମନ୍ଦିର ଆଇନ ପରିବର୍ତ୍ତନ ନେଇ ବସିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକରେ ଆନନ୍ଦ ବଜାରରେ ମହାପ୍ରସାଦ ସେବନ ଓ ବିକ୍ରି ଉପରେ ଆଲୋଚନା ହୋଇଥିବା ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ଆଗାମୀ ଦିନରେ ରେଟ୍ ଚାଟ୍ ଲାଗିବାର ବ୍ୟବସ୍ଥା କରାଯିବ ବୋଲି କହିଲେ ମୁଖ୍ୟ ପ୍ରଶାସକ । ଖଜା ଗୋଟିଏ ପାଶ୍ୱର୍ରେ, ମହାପ୍ରସାଦ ପାଇଁ ଅଲଗା ପାଶ୍ୱର୍ରେ ବ୍ୟବସ୍ଥା ହେବ ।

କେବଳ ଓମଫେଡ ଘିଅ ବ୍ୟବହାର ପାଇଁ ନିର୍ଦ୍ଦେଶ ରହିଛି । ଯଦି କିଛି ବ୍ୟତିକ୍ରମ ହୁଏ ତାହାଲେ କାର୍ଯ୍ୟାନୁଷ୍ଠାନ ପାଇଁ କହିଛୁ ।
More From
-
କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି , ୨୦୨୭ ଜାନୁଆରୀ ଯାଏଁ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ୍ କାର୍ଯ୍ୟକାଳ -
ମହାନଦୀ ଜଳ ବିବାଦ ମାମଲା : ଆଜି ଟ୍ରିବ୍ୟୁନାଲରେ ଗୁରୁତ୍ବପୂର୍ଣ୍ଣ ଶୁଣାଣି -
ଥମିବ ଯୁଦ୍ଧ ! ଆଜି ଇସାଲାମାବାଦରେ ଇରାନ-ଆମେରିକା ଶାନ୍ତି ଆଲୋଚନା ବୈଠକ -
୪ରୁ ୬ ଡିଗ୍ରୀ ବଢ଼ିଯିବ ଦିନ ତାପମାତ୍ରା, ଆଜି ଉପକୂଳିଆ ୧୧ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ -
ଆଜି ସରିବ ବାହାର ରତ୍ନଭଣ୍ଡାର ଗଣତିମଣତି, ସୋମବାରଠୁ ଭିତର ଭଣ୍ଡାର ଗଣତି -
ଶାନ୍ତି ଆଲୋଚନା ବିଫଳ, ବିନା ଚୁକ୍ତିରେ ଫେରିଲେ ଜେଡି ଭାନ୍ସ -
ଆରପାରିରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ, ସଙ୍ଗୀତ ଜଗତରେ .... -
ଇରାନ ବିରୋଧରେ ଯୁଦ୍ଧ ଜାରି ରଖିବାକୁ ଇସ୍ରାଏଲର ଧମକ -
ଛାତ୍ରଛାତ୍ରୀ ଓ ଶ୍ରମିକଙ୍କ ଗ୍ୟାସ୍ ଟେନ୍ସନ୍ ଦୂର, ପେଟ୍ରୋଲ ପମ୍ପ୍ରେ ମିଳିଲା ୫ କେଜି ଟାଙ୍କି -
୭୮ ବର୍ଷ ବୟସରେ ପାଦ ଥାପିଲା ଭୁବନେଶ୍ୱର, ସମୟ ସହ ବଦଳିଛି.. -
ଆଜିଠୁ ଭିତର ରତ୍ନଭଣ୍ଡାରରେ ହେବ ଗଣତିମଣତି -
ଆଜି ଆଶାତାଇଙ୍କ ଶେଷକୃତ୍ୟ




Click it and Unblock the Notifications