ଏସ୍ଆଇ ପରୀକ୍ଷା ଦୁର୍ନୀତି ମାମଲା;CBI କୁ ଆଉ ଏକ ସଫଳତା, ବିହାରରୁ ଜଣେ ଗିରଫ

ବହୁଚର୍ଚ୍ଚିତ ରାଜ୍ୟ ପୁଲିସ ଏସ୍ଆଇ ପରୀକ୍ଷା ଦୁର୍ନୀତି ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)କୁ ଆଉ ଏକ ସଫଳତା ମିଳିଛି। ସିବିଆଇ ଟିମ୍‌ ପରୀକ୍ଷା କେଳେଙ୍କାରୀ ମାମଲାରେ ଜରେ ଅଭିଯୁକ୍ତକୁ ବିହାରର ଗିରଫ କରିଛନ୍ତି। ଏହି ମାମଲା ସହିତ ଜଡ଼ିତ ଅଭିଯୁକ୍ତ ଧରାପଡ଼ିବା ଭୟରେ ବିହାରରେ ଯାଇ ଲୁଚିଥିଲା। କିନ୍ତୁ ସିବିଆଇ ନଜରରୁ ଖସିଯାଇ ପାରି ନଥିଲା। ଅଭିଯୁକ୍ତକୁ ବିହାରରୁ ଗିରଫ କରିଛି।

arrest

ପୁଲିସ ଏସ୍ଆଇ ଦୁର୍ନୀତି ପଛରେ ଆନ୍ତଃରାଜ୍ୟ ଲିଙ୍କ୍‌ ଥିବା ଜଣାପଡ଼ିଛି। ରାଜ୍ୟର ପ୍ରମୁଖ ଦଲାଲଙ୍କ ସମେତ ଅନ୍ୟ ରାଜ୍ୟର ଲୋକ ମଧ୍ୟ ଏହି କ‌େଳେଙ୍କାରୀରେ ସଂପୃକ୍ତ ଅଛନ୍ତି। ସିବିଆଇ ଗିରଫ ଅଭିଯୁକ୍ତକୁ ଟ୍ରାଞ୍ଜିଟ୍‌ ରିମାଣ୍ଡରେ ଆଣୁଛି। ପଚରାଉଚୁରା ସମୟରେ ଅଧିକ ତଥ୍ୟ ମିଳିବ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ଏହି ମାମଲାରେ ସିବିଆଇ ତଦନ୍ତ ଦାୟିତ୍ବ ନେବା ପରେ ଚତୁର୍ଥ ଗିରଫଦାରି। ପୁଲିସ ଏସ୍‌ଆଇ ନିଯୁକ୍ତି କେଳେଙ୍କାରୀ ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଏପର୍ଯ୍ୟନ୍ତ ଅନେକ ଆଶାୟୀ ପରୀକ୍ଷାର୍ଥୀଙ୍କୁ ମାରାଥନ୍‌ ଜେରା କରିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+