ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଲେ ସିକ୍କିମ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ସିକ୍କିମ ମୁଖ୍ୟମନ୍ତ୍ରୀ। ସିକ୍କିମ ମୁଖ୍ୟମନ୍ତ୍ରୀ ପ୍ରେମ୍ ସିଂ ତମାଙ୍ଗଙ୍କ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତିି।

ଏହା ସହ ସିକ୍କିମ୍ ମୁଖ୍ୟମନ୍ତ୍ରୀ ପ୍ରେମ୍ ସିଂ ତମାଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଏକ ପାରମ୍ପରିକ ବୌଦ୍ଧ ଧାର୍ମିକ ଚିତ୍ର (ଥାଂଗକା) ଉପହାର ଦେଇଛନ୍ତି।












Click it and Unblock the Notifications