For Quick Alerts
Turn On Notification  
For Daily Alerts
Oneindia App Download

ସିଲ୍ ହେଲା ସିଲିକନ୍ ଇଞ୍ଜିନିୟରିଂ କଲେଜ

କ୍ୟାମ୍ପସ ପରିସରରେ କୋଭିଡ କଟକଣା ଉଲଂଘନ ହେବାରୁ ସିଲ୍ ହେଲା ସିଲିକନ୍ ଇଞ୍ଜିନିୟରିଂ କଲେଜ ।

|

ଭୁବନେଶ୍ବର: କୋଭିଡ୍ କଟକଣା ଉଲଂଘନ ଅଭିଯୋଗରେ ସିଲ୍ ହେଲା ରାଜଧାନୀର ଏକ ଘରୋଇ ଶିକ୍ଷାନୁଷ୍ଠାନ । କ୍ୟାମ୍ପସ ପରିସରରେ କୋଭିଡ କଟକଣା ଉଲଂଘନ ହେବାରୁ ସିଲ୍ ହେଲା ସିଲିକନ୍ ଇଞ୍ଜିନିୟରିଂ କଲେଜ ।

Silicon Engineering College

ପରବର୍ତ୍ତୀ ନିର୍ଦ୍ଦେଶନାମା ସମ୍ପୃକ୍ତ କଲେଜ ବନ୍ଦ ରହିବ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିଏମସି ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଏହି ଶିକ୍ଷାନୁଷ୍ଠାନକୁ ପୂର୍ବରୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି । ଏ ନେଇ ସନ୍ତୋଷଜନକ ଉତ୍ତର ରଖିପାରିଲେନି ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Silicon Engineering College Sealed
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X