ଓଡ଼ିଶା ଗସ୍ତରେ ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି
Singapore President to visit Odisha: ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି ।
୧୧ଟା ୪୫ ରେ ପହଞ୍ଚିବା ପରେ ଅପହାହ୍ନ ୨ଟାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ । ୪ଟାରେ ସରକାରଙ୍କ ସହ ବୁଝାମଣାପ୍ର ସ୍ୱାକ୍ଷର କାର୍ଯ୍ୟକ୍ରମ ରହିଛି । ସିଙ୍ଗାପୁର ରାଷ୍ଟ୍ରପତିଙ୍କ ଗସ୍ତକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଭୁବନେଶ୍ୱରରେ ୪୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯାଇଛି ।













Click it and Unblock the Notifications