Get Updates
Get notified of breaking news, exclusive insights, and must-see stories!

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ

ମହାଶିବରାତ୍ରୀରେ ଆସିଲା ଦୁଃଖଦ ଖବର । ଜଣାଶୁଣା କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । ହୃଦଘାତରେ ଆଖି ବୁଜିଛନ୍ତି । ସଂନ୍ଧ୍ୟା ୬ଟା ୧୮ ସମୟରେ ବିୟୋଗ ଘଟିଥିବା ସୂଚନା । ଆସନ୍ତାକାଲି ସତି ସଉରାରେ ହେବ ଅନ୍ତିମ ସଂସ୍କାର । ​​​​​କହି ରଖୁଛୁ କି, ମସ୍ତିଷ୍କାଘାତ ଯୋଗୁଁ ଗୁରୁତର ଅସୁସ୍ଥ ହୋଇ ଭେଣ୍ଟିଲେଟର୍ ସପୋର୍ଟରେ ଚିକିତ୍ସିତ ହେଉଥିଲେ ଓଡ଼ିଶାର ବିଶିଷ୍ଟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ। ଭେଣ୍ଟିଲେଟର୍ରେ ରହିବାର ୪୮ ଘଣ୍ଟାରୁ ଅଧିକ ସମୟ ବିତି ଯାଇଥିଲା ତଥାପି ସ୍ୱାସ୍ଥ୍ୟାବସ୍ଥାରେ ବିଶେଷ ଉନ୍ନତି ଆସିନଥିଲା ।

Singer Geeta Patnaik

ସୂଚନାଯୋଗ୍ୟ, ଶ୍ରୀମତୀ ପଟ୍ଟନାୟକ ଗୁରୁବାର ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ସମୟରେ ଅସୁସ୍ଥ ହୋଇପଡ଼ିଥିଲେ । ସେଠାରୁ ତାଙ୍କୁ କ୍ୟାପିଟାଲ୍ ହସ୍ପିଟାଲ୍ରେ ଚିକିତ୍ସା କରାଯିବା ପରେ ଅଧିକ ଚିକିତ୍ସା ପାଇଁ କଟକ ସିଡିଏ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+